Ezekiel 36:14 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ଆଉ ମନୁଷ୍ଯମାନଙ୍କୁ ଗ୍ରାସ କରିବ ନାହିଁ କିମ୍ବା ସମାନଙ୍କେର ସନ୍ତାନଗଣଙ୍କୁ ବିନାଶ କରିବ ନାହିଁ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିମ୍ବା ସେମାନଙ୍କର ସନ୍ତାନଗଣଙ୍କୁ ବିନାଶ କରିବ ନାହିଁ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;