Ezekiel 36:15 — Compare Translations

5 translations compared side by side

Odia - 1840
"ଆଉ ମୁଁ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କଠାରୁ ଅପମାନିତ କରିବ ନାହିଁ, ତୁମ୍ଭମାନେେ ଅନ୍ୟ ଦେଶମାନଙ୍କ ଦ୍ବାରା ଘୃଣିତ ହବେ ନାହିଁ, ତୁମ୍ଭେ ପୁଣି ଥରେ ତୁମ୍ଭର ଦେଶର ପତନର କାରଣ ହବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଅପମାନ-ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦା-ବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମୁଁ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନିତ କରିବି ନାହିଁ, ତୁମ୍ଭେମାନେ ଅନ୍ୟ ଦେଶମାନଙ୍କ ଦ୍ୱାରା ଘୃଣିତ ହେବ ନାହିଁ, ତୁମ୍ଭେ ପୁଣି ଥରେ ତୁମ୍ଭର ଦେଶର ପତନର କାରଣ ହେବ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।