Ezekiel 36:17 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଯେତବେେଳେ ଇଶ୍ରାୟେଲୀୟମାନେ ସମାନଙ୍କେର ନିଜ ଦେଶ ରେ ବାସ କଲେ, ଇଶ୍ରାୟେଲର ପରିବାର ସମାନଙ୍କେର କୁକର୍ମ ଦ୍ବାରା ତାହାକୁ ଅଶୁଚି କଲେ। ସମାନଙ୍କେର ଆଚରଣ ସ୍ତ୍ରୀ ଲୋକମାନଙ୍କର ଋତୁକାଳୀନ ଅଶୌଚ ତୁଲ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ଵାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଯେତେବେଳେ ଇସ୍ରାଏଲୀୟମାନେ ସେମାନଙ୍କର ନିଜ ଦେଶରେ ବାସ କଲେ, ଇସ୍ରାଏଲର ପରିବାର ସେମାନଙ୍କର କୁକର୍ମ ଦ୍ୱାରା ତାହାକୁ ଅଶୁଚି କଲେ। ସେମାନଙ୍କର ଆଚରଣ ସ୍ତ୍ରୀଲୋକମାନଙ୍କର ଋତୁକାଳୀନ ଅଶୌଚ ତୁଲ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ୍ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।