Ezekiel 36:18 — Compare Translations
5 translations compared side by side
Odia - 1840
"ସମାନେେ ରକ୍ତପାତ ଦ୍ବାରା ଓ ନିଜର ପ୍ରତିମାଗଣ ଦ୍ବାରା ଦେଶକୁ ଅଶୁଚି କଲେ। ତେଣୁ ମୁଁ ସମାନଙ୍କେ ଉପ ରେ ମାରେ କୋରଧ ଢ଼ାଳିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ଵାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ରକ୍ତପାତ ଦ୍ୱାରା ଓ ନିଜର ପ୍ରତିମାଗଣ ଦ୍ୱାରା ଦେଶକୁ ଅଶୁଚି କଲେ। ତେଣୁ ମୁଁ ସେମାନଙ୍କ ଉପରେ ମୋର କ୍ରୋଧ ଢାଳିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,