Ezekiel 36:19 — Compare Translations
5 translations compared side by side
Odia - 1840
"ମୁଁ ନାନା ଜାତିଗଣଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କଲି ଏବଂ ସମାନେେ ମଧ୍ଯ ନାନା ଦେଶ ରେ ବିକ୍ଷିପ୍ତ ହେଲେ। ସମାନଙ୍କେର ଆଚରଣ ଓ କ୍ରିଯାନୁସା ରେ ମୁଁ ସମାନଙ୍କେୁ ଦଣ୍ଡିତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନାନା ଜାତିଗଣଙ୍କ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲି ଏବଂ ସେମାନେ ମଧ୍ୟ ନାନା ଦେଶରେ ବିକ୍ଷିପ୍ତ ହେଲେ। ସେମାନଙ୍କର ଆଚରଣ ଓ କ୍ରିୟାନୁସାରେ ମୁଁ ସେମାନଙ୍କୁ ଦଣ୍ଡିତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।