Ezekiel 36:2 — Compare Translations
5 translations compared side by side
Odia - 1840
"ପ୍ରଭୁ ସଦାପ୍ରଭୁ ଏହି କଥା କହିଛନ୍ତି। 'ଶତ୍ରୁଗଣ ତୁମ୍ଭ ବିଷଯ ରେ କହିଅଛନ୍ତି, ଭଲ ହେଲା, ଭଲ ହେଲା। ସହେି ପ୍ରାଚୀନ ଉଚ୍ଚସ୍ଥଳୀଗୁଡ଼ିକ ଆମ୍ଭମାନଙ୍କର ଅଧିକୃତ ହେଲା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀ ସକଳ ଆମ୍ଭମାନଙ୍କର ଅଧିକୃତ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ସଦାପ୍ରଭୁ ଏହି କଥା କହିଛନ୍ତି। ‘ଶତ୍ରୁଗଣ ତୁମ୍ଭ ବିଷୟରେ କହିଅଛନ୍ତି, ଭଲ ହେଲା, ଭଲ ହେଲା। ସେହି ପ୍ରାଚୀନ ଉଚ୍ଚସ୍ଥଳୀଗୁଡ଼ିକ ଆମ୍ଭମାନଙ୍କର ଅଧିକୃତ ହେଲା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, “ଭଲ ହେଲା, ଭଲ ହେଲା”! ଓ “ସେହି ପ୍ରାଚୀନ ଉଚ୍ଚସ୍ଥଳୀ ସକଳ ଆମ୍ଭମାନଙ୍କର ଅଧିକୃତ ହେଲା,”