Ezekiel 36:20 — Compare Translations
5 translations compared side by side
Odia - 1840
"ଏବଂ ସମାନେେ ଯେଉଁ ସ୍ଥାନକୁ ଗଲେ, ସମାନେେ ରାଷ୍ପ ମଧିଅରେ ମାରେ ପବିତ୍ର ନାମକୁ କଳୁଷିତ କଲେ। କାରଣ ଲୋକମାନେ ସମାନଙ୍କେ ବିଷଯ ରେ କହିଲେ, 'ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାଙ୍କ ଦେଶରୁ ବିତାଡ଼ିତ ହାଇେଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଯେଉଁ ସ୍ଥାନକୁ ଗଲେ, ସେମାନେ ରାଷ୍ଟ୍ର ମଧ୍ୟରେ ମୋର ପବିତ୍ର ନାମକୁ କଳୁଷିତ କଲେ। କାରଣ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ‘ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାଙ୍କ ଦେଶରୁ ବିତାଡ଼ିତ ହୋଇଅଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ‘ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।