Ezekiel 36:21 — Compare Translations
5 translations compared side by side
Odia - 1840
"ମୁଁ ମାରେମର୍ୟ୍ଯାଦା ପ୍ରତି ତତ୍ପର, କାରଣ ଇଶ୍ରାୟେଲୀୟମାନେ ଯେଉଁଠାକୁ ଯାଉଥିଲେ ମାରେ ନାମକୁ କଳୁଷିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଇସ୍ରାଏଲ-ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ମୋର ମର୍ଯ୍ୟାଦା ପ୍ରତି ତତ୍ପର, କାରଣ ଇସ୍ରାଏଲୀୟମାନେ ଯେଉଁଠାକୁ ଯାଉଥିଲେ ମୋର ନାମକୁ କଳୁଷିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା।