Ezekiel 36:22 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ଲୋକମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲ ପରିବାର, ତେଣୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯାହା କହିବା କଥା ତାହା ମାରେ ନାମର ସୁରକ୍ଷା ପାଇଁ କରୁ ନାହଁ। ତୁମ୍ଭମାନେେ ଯେଉଁଠାକୁ ଗଲେ, ସହେି ରାଷ୍ଟ୍ରମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ-ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ଲୋକମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି; ‘ହେ ଇସ୍ରାଏଲ ପରିବାର, ତେଣୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯାହା କହିବା କଥା ତାହା ମୋର ନାମର ସୁରକ୍ଷା ପାଇଁ କରୁ ନାହଁ। ତୁମ୍ଭେମାନେ ଯେଉଁଠାକୁ ଗଲେ, ସେହି ରାଷ୍ଟ୍ରମାନଙ୍କ ମଧ୍ୟରେ ମୋର ନାମକୁ କଳୁଷିତ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)