Ezekiel 36:23 — Compare Translations
5 translations compared side by side
Odia - 1840
"ଦୁଷ୍ଟମାନଙ୍କ ମଧିଅରେ ଅପବିତ୍ର ହାଇେଥିବା ମାରେ ମହାନ ନାମକୁ ମୁଁ ପୁଣି ପବିତ୍ର କରିବି। ଯାହା ତୁମ୍ଭମାନେେ କଳୁଷିତ କଲ, ତାହା ହେଲେ ରାଷ୍ଟ୍ରମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ। ସଦାପ୍ରଭୁ ମାରେ ପ୍ରଭୁ ଏହା କହିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନଙ୍କ ମଧ୍ୟରେ ଅପବିତ୍ର ହୋଇଥିବା ମୋର ମହାନ ନାମକୁ ମୁଁ ପୁଣି ପବିତ୍ର କରିବି। ଯାହା ତୁମ୍ଭେମାନେ କଳୁଷିତ କଲ, ତାହାହେଲେ ରାଷ୍ଟ୍ରମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ। ସଦାପ୍ରଭୁ, ମୋର ପ୍ରଭୁ ଏହା କହିଲେ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)