Ezekiel 36:24 — Compare Translations
5 translations compared side by side
Odia - 1840
"ପରମେଶ୍ବର କହନ୍ତି, ମୁଁ ଜାତିମାନଙ୍କ ମଧ୍ଯରୁ ତୁମ୍ଭମାନଙ୍କୁ ନଇେ ଆସିବି ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭ ନିଜ ଦେଶକୁ ଆଣିବି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ମୁଁ ଜାତିମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ନେଇ ଆସିବି ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭ ନିଜ ଦେଶକୁ ଆଣିବି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।