Ezekiel 36:25 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ସିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭେମାନେ ପବିତ୍ର ହେବ। ଆଉ ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।