Ezekiel 36:26 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଆଉ ମୁଁ ତମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦବେି। ତୁମ୍ଭମାନଙ୍କ ମାଂସ ମଧ୍ଯରୁ ପ୍ରସ୍ତରମଯ ହୃଦଯ କାଢ଼ି ନବେି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦଯ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଆଉ ମୁଁ ତୁମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦେବି। ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦୟ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।