Ezekiel 36:27 — Compare Translations

5 translations compared side by side

Odia - 1840
"ଏବଂ ମୁଁ ତୁମ୍ଭମାନଙ୍କ ଅନ୍ତର ରେ ମାରେ ଆତ୍ମା ସ୍ଥାପନ କରିବି। ଏବଂ ମୁଁ ତୁମ୍ଭମାନଙ୍କୁ ପରିବର୍ତ୍ତନ କରିବି ଯେପରି ତୁମ୍ଭମାନେେ ମାରେ ନିଯମ ସକଳ ମାନିବ ଏବଂ ମାରେ ଆଜ୍ଞାସବୁ ରଖିବାକୁ ଯତ୍ନବାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ତୁମ୍ଭମାନଙ୍କ ଅନ୍ତରରେ ମୋର ଆତ୍ମା ସ୍ଥାପନ କରିବି। ଏବଂ ମୁଁ ତୁମ୍ଭମାନଙ୍କୁ ପରିବର୍ତ୍ତନ କରିବି ଯେପରି ତୁମ୍ଭେମାନେ ମୋର ନିୟମ ସକଳ ମାନିବ ଏବଂ ମୋର ଆଜ୍ଞାସବୁ ରଖିବାକୁ ଯତ୍ନବାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।