Ezekiel 36:28 — Compare Translations
5 translations compared side by side
Odia - 1840
"ତାହା ହେଲେ ତୁମ୍ଭମାନେେ ସହେି ଦେଶ ରେ ବାସ କରିବ ଯାହା ମୁଁ ଦଲେି ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଓ ତୁମ୍ଭମାନେେ ମାରେ ଲୋକ ହବେ ଆଉ ମୁଁ ତୁମ୍ଭମାନଙ୍କର ପରମେଶ୍ବର ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ତୁମ୍ଭେମାନେ ସେହି ଦେଶରେ ବାସ କରିବ ଯାହା ମୁଁ ଦେଲି ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଓ ତୁମ୍ଭେମାନେ ମୋର ଲୋକ ହେବ ଆଉ ମୁଁ ତୁମ୍ଭମାନଙ୍କର ପରମେଶ୍ୱର ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।