Ezekiel 36:29 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଆଉ ମୁଁ ତୁମ୍ଭମାନଙ୍କୁ ସକଳ ଅ େଶୗଚରୁ ପରିତ୍ରାଣ କରିବି ଓ ମୁଁ ଶସ୍ଯକୁ ଆହ୍ବାନ କରି ଉତ୍ପାଦନ ବୃଦ୍ଧି କରିବି। ତୁମ୍ଭମାନଙ୍କ ଉପ ରେ ଦୁର୍ଭିକ୍ଷ ଆଣିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ଵାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଆଉ ମୁଁ ତୁମ୍ଭମାନଙ୍କୁ ସକଳ ଅଶୌଚରୁ ପରିତ୍ରାଣ କରିବି ଓ ମୁଁ ଶସ୍ୟକୁ ଆହ୍ୱାନ କରି ଉତ୍ପାଦନ ବୃଦ୍ଧି କରିବି। ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ଆଣିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।