Ezekiel 36:3 — Compare Translations
5 translations compared side by side
Odia - 1840
" ତେଣୁ ଭବିଷ୍ଯଦବାଣୀ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଶତ୍ରୁଗଣ ତୁମ୍ଭମାନଙ୍କୁ ଧ୍ବଂସ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଚତୁର୍ଦ୍ଦିଗରୁ ବେଷ୍ଟନ କରିଅଛନ୍ତି। ଏବଂ ତୁମ୍ଭେ ଅବଶିଷ୍ଟ ଜାତିମାନଙ୍କର ଅଧିକାର ହାଇେଅଛ। ତୁମ୍ଭେ ଗୋଟିଏ ଥଟ୍ଟାପାତ୍ର ହାଇେଲ ଓ ସମସ୍ତେ ତୁମ୍ଭକୁ ଅପବାଦ କରନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ଵଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ଆସ୍ପଦ ହୋଇଅଛ;
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ଶତ୍ରୁଗଣ ତୁମ୍ଭମାନଙ୍କୁ ଧ୍ୱଂସ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଚତୁର୍ଦ୍ଦିଗରୁ ବେଷ୍ଟନ କରିଅଛନ୍ତି। ଏବଂ ତୁମ୍ଭେ ଅବଶିଷ୍ଟ ଜାତିମାନଙ୍କର ଅଧିକାର ହୋଇଅଛ। ତୁମ୍ଭେ ଗୋଟିଏ ଥଟ୍ଟାପାତ୍ର ହୋଇଲ ଓ ସମସ୍ତେ ତୁମ୍ଭକୁ ଅପବାଦ କରନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
Odia IRV 2017 (ଓଡିଆ ବାଇବେଲ)