Ezekiel 36:30 — Compare Translations
5 translations compared side by side
Odia - 1840
"ପୁଣି ମୁଁ ତୁମ୍ଭମାନଙ୍କର ବୃକ୍ଷର ଫଳ ଓ କ୍ଷେତ୍ରସ୍ଥ ଶସ୍ଯ ଉତ୍ପାଦନ ଏପରି ବୃଦ୍ଧି କରିବି ଯେ, ତୁମ୍ଭମାନେେ ଜାତିମାନଙ୍କ ମଧିଅରେ ଖାଦ୍ଯାଭାବ ଯୋଗୁଁ ନିନ୍ଦା ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ତୁମ୍ଭମାନଙ୍କର ବୃକ୍ଷର ଫଳ ଓ କ୍ଷେତ୍ରସ୍ଥ ଶସ୍ୟ ଉତ୍ପାଦନ ଏପରି ବୃଦ୍ଧି କରିବି ଯେ, ତୁମ୍ଭେମାନେ ଜାତିମାନଙ୍କ ମଧ୍ୟରେ ଖାଦ୍ୟାଭାବ ଯୋଗୁଁ ନିନ୍ଦା ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।