Ezekiel 36:31 — Compare Translations

5 translations compared side by side

Odia - 1840
"ଏବଂ ସେ ସମୟରେ ତୁମ୍ଭମାନେେ ନିଜ ନିଜ ମନ୍ଦ ଆଚରଣ ଓ ମନ୍ଦ କ୍ରିଯାସବୁ ସ୍ମରଣ କରିବ। ପୁଣି ତୁମ୍ଭମାନେେ ନିଜର ପାପ ଓ ନିଜର ଘୃଣ୍ଯ କ୍ରିଯା ଯୋଗୁଁ ନିଜେ ନିଜକୁ ନମ୍ର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବନ୍ତ ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ସମୟରେ ତୁମ୍ଭେମାନେ ନିଜ ନିଜ ମନ୍ଦ ଆଚରଣ ଓ ମନ୍ଦ କ୍ରିୟାସବୁ ସ୍ମରଣ କରିବ। ପୁଣି ତୁମ୍ଭେମାନେ ନିଜର ପାପ ଓ ନିଜର ଘୃଣ୍ୟ କ୍ରିୟା ଯୋଗୁଁ ନିଜେ ନିଜକୁ ନମ୍ର କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
Odia IRV 2017 (ଓଡିଆ ବାଇବେଲ)