Ezekiel 36:32 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ତୁମ୍ଭମାନେେ ଜାଣ ଯେ ଆମ୍ଭେ ତୁମ୍ଭମାନଙ୍କ ସକାେଶ ଏହା କରୁ ନାହୁଁ। ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜର ଆଚରଣ ଯୋଗୁଁ ଲଜ୍ଜିତ ଓ ବିଷଣ୍ଣ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ଆପଣାମାନଙ୍କର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ତୁମ୍ଭେମାନେ ଜାଣ ଯେ ଆମ୍ଭେ ତୁମ୍ଭମାନଙ୍କ ସକାଶେ ଏହା କରୁ ନାହୁଁ। ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ନିଜର ଆଚରଣ ଯୋଗୁଁ ଲଜ୍ଜିତ ଓ ବିଷଣ୍ଣ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ।