Ezekiel 36:33 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଯେଉଁ ଦିନ ମୁଁ ତୁମ୍ଭମାନଙ୍କୁ ସକଳ ପାପରୁ ଶୁଚି କରିବି, ସଦେିନ ମୁଁ ନଗରଗୁଡ଼ିକୁ ବସତି ବିଶିଷ୍ଟ କରିବି ଓ ଧ୍ବଂସସ୍ଥାନସବୁ ପୁନଃନିର୍ମିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଯେଉଁ ଦିନ ମୁଁ ତୁମ୍ଭମାନଙ୍କୁ ସକଳ ପାପରୁ ଶୁଚି କରିବି, ସେଦିନ ମୁଁ ନଗରଗୁଡ଼ିକୁ ବସତି ବିଶିଷ୍ଟ କରିବି ଓ ଧ୍ୱଂସସ୍ଥାନସବୁ ପୁନଃନିର୍ମିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।