Ezekiel 36:34 — Compare Translations

5 translations compared side by side

Odia - 1840
"ସହେି ଜନଶୂନ୍ଯ ଭୂମିକୁ ପୁଣି ଲଙ୍ଗଳ କରାୟିବ ଏବଂ ଏହା ପଥିକମାନଙ୍କ ପାଇଁ ଆଉ ଜନଶୂନ୍ଯ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ଵଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜନଶୂନ୍ୟ ଭୂମିକୁ ପୁଣି ଲଙ୍ଗଳ କରାଯିବ ଏବଂ ଏହା ପଥିକମାନଙ୍କ ପାଇଁ ଆଉ ଜନଶୂନ୍ୟ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।