Ezekiel 36:35 — Compare Translations

5 translations compared side by side

Odia - 1840
"ତେଣୁ ଲୋକମାନେ କହିବେ, ଏହି ଧ୍ବଂସସ୍ଥାନ ଏଦନ ଉଦ୍ୟାନ ସଦୃଶ ହାଇେଅଛି। ଆଉ ଏହି ଶୂନ୍ଯ, ଧ୍ବଂସ ଓ ଉତ୍ପାଟିତ ନଗରଗୁଡ଼ିକ ପ୍ରାଚୀର ବେଷ୍ଟିତ ଓ ବସତି ଯୋଗ୍ଯ ହାଇେଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ କହିବେ, ଏହି ଧ୍ଵଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ଵଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି-ସ୍ଥାନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ କହିବେ, ‘ଏହି ଧ୍ୱଂସସ୍ଥାନ ଏଦନ ଉଦ୍ୟାନ ସଦୃଶ ହୋଇଅଛି। ଆଉ ଏହି ଶୂନ୍ୟ, ଧ୍ୱଂସ ଓ ଉତ୍ପାଟିତ ନଗରଗୁଡ଼ିକ ପ୍ରାଚୀର ବେଷ୍ଟିତ ଓ ବସତି ଯୋଗ୍ୟ ହୋଇଅଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ କହିବେ, ‘ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି ସ୍ଥାନ ହୋଇଅଛି।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ କହିବେ, “ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀରବେଷ୍ଟିତ ଓ ବସତିସ୍ଥାନ ହୋଇଅଛି।