Ezekiel 36:37 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏ କଥା କହନ୍ତି, ପୁଣି ଥରେ ମୁଁ ଇଶ୍ରାୟେଲ ବଂଶର ପ୍ରାର୍ଥନା ଶୁଣିବି। ମୁଁ ସମାନଙ୍କେୁ ଦ୍ବିଗୁଣିତ କରିବି, ଯାହା ଫଳ ରେ ସମାନେେ ପଲ ରେ ଥିବା ମଷେ ସଂଖ୍ଯକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ-ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ଲୋକ ଦେଇ ପଲପରି ସେମାନଙ୍କୁ ବଢ଼ାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏ କଥା କହନ୍ତି, “ପୁଣି ଥରେ ମୁଁ ଇସ୍ରାଏଲ ବଂଶର ପ୍ରାର୍ଥନା ଶୁଣିବି। ମୁଁ ସେମାନଙ୍କୁ ଦ୍ୱିଗୁଣିତ କରିବି, ଯାହା ଫଳରେ ସେମାନେ ପଲରେ ଥିବା ମେଷ ସଂଖ୍ୟକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲ ପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।