Ezekiel 36:38 — Compare Translations

5 translations compared side by side

Odia - 1840
"ନିରୂପିତ ପର୍ବମାନଙ୍କ ରେ ୟିରୁଶାଲମ ରେ ଯେପରି ବଳି ଯୋଗ୍ଯ ମଷେ ଓ ଛାଗପଲ ପୂର୍ଣ୍ଣ ହାଇେ ୟାଆନ୍ତି, ଶୂନ୍ଯ ନଗରଗୁଡ଼ିକ ବହୁ ମନୁଷ୍ଯ ରେ ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ନିରୂପିତ ପର୍ବମାନଙ୍କରେ ଯିରୁଶାଲମରେ ଯେପରି ବଳି ଯୋଗ୍ୟ ମେଷ ଓ ଛାଗପଲ ପୂର୍ଣ୍ଣ ହୋଇ ଯାଆନ୍ତି, ଶୂନ୍ୟ ନଗରଗୁଡ଼ିକ ବହୁ ମନୁଷ୍ୟରେ ପରିପୂର୍ଣ୍ଣ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”