Ezekiel 36:5 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଇର୍ଷା ରେ ଜଳିୟାଇ ମୁଁ ଅନ୍ୟ ଜାତିମାନଙ୍କ ବିରୁଦ୍ଧ ରେ ଓ ଇଦୋମ ବିରୁଦ୍ଧ ରେ କହିଛି, କାରଣ ସମାନଙ୍କେ ହୃଦଯ ରେ ମନ୍ଦ ଖୁସି ନଇେ ମାରେ ଦେଶକୁ ଅଧିକାର କଲେ। ସମାନେେ ଏହାକୁ ଲୁଣ୍ଠନ କରିବା ପାଇଁ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତା; ଆପଣା ଅନ୍ତରାଗ୍ନିର ଜ୍ଵାଳାରେ କହିଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଈର୍ଷାରେ ଜଳିଯାଇ ମୁଁ ଅନ୍ୟ ଜାତିମାନଙ୍କ ବିରୁଦ୍ଧରେ ଓ ଇଦୋମ ବିରୁଦ୍ଧରେ କହିଛି, କାରଣ ସେମାନଙ୍କ ହୃଦୟରେ ମନ୍ଦ ଖୁସୀ ନେଇ ମୋର ଦେଶକୁ ଅଧିକାର କଲେ। ସେମାନେ ଏହାକୁ ଲୁଣ୍ଠନ କରିବା ପାଇଁ ଅଧିକାର କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
Odia IRV 2017 (ଓଡିଆ ବାଇବେଲ)