Ezekiel 36:6 — Compare Translations

5 translations compared side by side

Odia - 1840
"ଏଣୁ ଇଶ୍ରାୟେଲର ଭୂମିରେ ଭବିଷ୍ଯଦବାକ୍ଯ ପ୍ରଚାର କର, ଆଉ ପର୍ବତ, ଉପପର୍ବତ, ଜଳପ୍ରବାହ ଓ ଉପତ୍ୟକାସବୁକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, 'ମୁଁ ଇର୍ଷା ରେ ଓ ରାଗ ରେ ଏହା କୁ ହେ। କାରଣ ଯେଉଁ ପ୍ରକାର ଗୋଷ୍ଠୀଗଣ ତୁମ୍ଭକୁ ଘୃଣା କଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପ-ପର୍ବତଗଣକୁ, ଜଳ-ପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟ-ମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଓ କୋପରେ କଥା କହିଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ଇସ୍ରାଏଲର ଭୂମିରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର, ଆଉ ପର୍ବତ, ଉପପର୍ବତ, ଜଳପ୍ରବାହ ଓ ଉପତ୍ୟକାସବୁକୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ‘ମୁଁ ଈର୍ଷାରେ ଓ ରାଗରେ ଏହା କୁହେ। କାରଣ ଯେଉଁ ପ୍ରକାର ଗୋଷ୍ଠୀଗଣ ତୁମ୍ଭକୁ ଘୃଣା କଲେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଓ କୋପରେ କଥା କହିଅଛୁ;
Odia IRV 2017 (ଓଡିଆ ବାଇବେଲ)