Ezekiel 36:7 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭର ଚତୁର୍ଦ୍ଦିଗର ଜାତିମାନଙ୍କ ଉପ ରେ ମାରେ ହାତ ଉଠାଉଛି, ଯେ ହତେୁ ସମାନେେ ତୁମ୍ଭକୁ ଘୃଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, “ମୁଁ ତୁମ୍ଭର ଚତୁର୍ଦ୍ଦିଗର ଜାତିମାନଙ୍କ ଉପରେ ମୋର ହାତ ଉଠାଉଛି, ଯେହେତୁ ସେମାନେ ତୁମ୍ଭକୁ ଘୃଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।