Ezekiel 36:8 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ଇଶ୍ରାୟେଲର ପର୍ବତଗଣ, ତୁମ୍ଭମାନେେ ନିଶ୍ଚଯ ନିଜର ବୃକ୍ଷ ଉତ୍ପନ୍ନ କରିବ ଓ ମାରେ ଇଶ୍ରାୟେଲର ଲୋକମାନଙ୍କ ପାଇଁ ଫଳ ଉତ୍ପନ୍ନ କରିବ। କାରଣ ସମାନଙ୍କେର ଆଗମନ ସମୟ ସନ୍ନିକଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ନିଶ୍ଚୟ ନିଜର ବୃକ୍ଷ ଉତ୍ପନ୍ନ କରିବ ଓ ମୋର ଇସ୍ରାଏଲର ଲୋକମାନଙ୍କ ପାଇଁ ଫଳ ଉତ୍ପନ୍ନ କରିବ। କାରଣ ସେମାନଙ୍କର ଆଗମନ ସମୟ ସନ୍ନିକଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।