Ezekiel 36:9 — Compare Translations

5 translations compared side by side

Odia - 1840
"ଯେ ହତେୁ ମୁଁ ତୁମ୍ଭ ସହିତ ଅଛି, ମୁଁ ସାହାୟ୍ଯ କରିବି, ତହିଁରେ ତୁମ୍ଭମାନେେ ଚାଷ କରିବ ଓ ବୀଜ ବୁଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ମୁଁ ତୁମ୍ଭ ସହିତ ଅଛି, ମୁଁ ସାହାଯ୍ୟ କରିବି, ତହିଁରେ ତୁମ୍ଭେମାନେ ଗ୍ଭଷ କରିବ ଓ ବୀଜ ବୁଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।