Ezekiel 37:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ହସ୍ତ ମାେ ଆଡ଼କୁ ପ୍ରସାରିତ ହେଲା ଓ ସେ ତାଙ୍କ ଆତ୍ମା ରେ ମାେତେ ବାହାରକୁ ନଇୟୋଇ ଉପତ୍ୟକାର ମଧ୍ଯସ୍ଥଳୀ ରେ ବସାଇଲେ ଏବଂ ସହେି ଉପତ୍ୟକା ଅସ୍ଥି ରେ ପରିପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ତାହାଙ୍କ ଆତ୍ମାରେ ସେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଷ୍କ ଅସ୍ଥିସକଳର ଦର୍ଶନ ସଦାପ୍ରଭୁଙ୍କର ହସ୍ତ ମୋ’ ଆଡ଼କୁ ପ୍ରସାରିତ ହେଲା ଓ ସେ ତାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ ଏବଂ ସେହି ଉପତ୍ୟକା ଅସ୍ଥିରେ ପରିପୂର୍ଣ୍ଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା।