Ezekiel 37:10 — Compare Translations
5 translations compared side by side
Odia - 1840
"ଏବଂ ସେ ମାେତେ ଯେପରି ଆଜ୍ଞା କଲେ, ତଦନୁସା ରେ ମୁଁ ଭବିଷ୍ଯଦବାଣୀ ପ୍ରଚାର କଲି ଏବଂ ପ୍ରଶ୍ବାସ ସମାନଙ୍କେ ମଧ୍ଯକୁ ଆସିଲା। ଆଉ ସମାନେେ ଜୀବିତ ହାଇଗେଲେ ଏବଂ ଛିଡ଼ା ହାଇଗେଲେ। ସମାନେେ ବହୁତ ଲୋକ ଥିଲେ ଏବଂ ମହାନ୍ ସୈନ୍ଯବାହିନୀ ଗଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହତୀ ସେନା ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କଲି ଏବଂ ପ୍ରଶ୍ୱାସ ସେମାନଙ୍କ ମଧ୍ୟକୁ ଆସିଲା। ଆଉ ସେମାନେ ଜୀବିତ ହୋଇଗଲେ ଏବଂ ଛିଡ଼ା ହୋଇଗଲେ। ସେମାନେ ବହୁତ ଲୋକ ଥିଲେ ଏବଂ ମହାନ ସୈନ୍ୟବାହିନୀ ଗଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।