Ezekiel 37:11 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥିସକଳ ଇଶ୍ରାୟେଲ ସମୁଦାଯ ପରିବାର ଅଟନ୍ତି। ଏବଂ ସମାନେେ କହନ୍ତି, 'ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହାଇେଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭମାନେେ ସମ୍ପୂର୍ଣ୍ଣରୂପେ ବିନଷ୍ଟ ହାଇେଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ-ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଏହି ଅସ୍ଥିସକଳ ଇସ୍ରାଏଲ ସମୁଦାୟ ପରିବାର ଅଟନ୍ତି। ଏବଂ ସେମାନେ କହନ୍ତି, ‘ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇଅଛୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)