Ezekiel 37:12 — Compare Translations

5 translations compared side by side

Odia - 1840
"ଏଣୁ ଭବିଷ୍ଯଦବାଣୀ ପ୍ରଚାର କରି ସମାନଙ୍କେୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ' ହେ ମାରେ ଲୋକମାନେ, ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର କବରରୁ ବାହାର କରାଇବି। ଆଉ ତୁମ୍ଭମାନଙ୍କୁ ଇଶ୍ରାୟେଲ ଦେଶକୁ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରି ସେମାନଙ୍କୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ହେ ମୋର ଲୋକମାନେ, ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର କବରରୁ ବାହାର କରାଇବି। ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।
Odia IRV 2017 (ଓଡିଆ ବାଇବେଲ)