Ezekiel 37:13 — Compare Translations

5 translations compared side by side

Odia - 1840
"ହେ ମାରେ ଲୋକମାନେ, ଯେତବେେଳେ ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ସଗେୁଡ଼ିକରୁ ବାହାର କରି ଆଣିବି, ମୁଁ ସଦାପ୍ରଭୁ ଅଟେ ବୋଲି ତୁମ୍ଭମାନେେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ଲୋକମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କର କବର ଉନ୍ମୁକ୍ତ କରିବି ଓ ତୁମ୍ଭମାନଙ୍କୁ ସେଗୁଡ଼ିକରୁ ବାହାର କରି ଆଣିବି, ମୁଁ ସଦାପ୍ରଭୁ ଅଟେ ବୋଲି ତୁମ୍ଭେମାନେ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ଆମ୍ଭର ଲୋକେ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରି ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।