Ezekiel 37:14 — Compare Translations
5 translations compared side by side
Odia - 1840
"ଆଉ ମୁଁ ତୁମ୍ଭମାନଙ୍କ ମଧିଅରେ ଆପଣା ଆତ୍ମା ପ୍ରବେଶ କରାଇବି। ତହିଁରେ ତୁମ୍ଭମାନେେ ଜୀବିତ ହବେ। ପୁଣି ମୁଁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ନିଜ ଦେଶ ରେ ବସାଇବି। ତାହା ହେଲେ ମୁଁ ସଦାପ୍ରଭୁ ଏହା କହିଅଛି ଓ ସଫଳ କରିଅଛି ବୋଲି ତୁମ୍ଭମାନେେ ଜାଣିବ।' ଏହା ପ୍ରଭୁ ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ପ୍ରବେଶ କରାଇବି। ତହିଁରେ ତୁମ୍ଭେମାନେ ଜୀବିତ ହେବ। ପୁଣି ମୁଁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ନିଜ ଦେଶରେ ବସାଇବି। ତାହାହେଲେ ମୁଁ ସଦାପ୍ରଭୁ ଏହା କହିଅଛି ଓ ସଫଳ କରିଅଛି ବୋଲି ତୁମ୍ଭେମାନେ ଜାଣିବ।’” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଆପଣା ଆତ୍ମା ଦେବା, ତହିଁରେ ତୁମ୍ଭେମାନେ ଜୀବିତ ହେବ, ପୁଣି, ଆମ୍ଭେ ତୁମ୍ଭମାନଙ୍କ ନିଜ ଦେଶରେ ତୁମ୍ଭମାନଙ୍କୁ ବସାଇବା; ତହିଁରେ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସଫଳ କରିଅଛୁ ବୋଲି ତୁମ୍ଭେମାନେ ଜାଣିବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।