Ezekiel 37:16 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଖଣ୍ଡେ ଆଶାବାଡ଼ି ନଇେ ତହିଁ ଉପ ରେ ଏହି କଥା ଲେଖ, ଏହି ଆଶାବାଡ଼ି ଯିହୁଦା ଓ ତାହାର ସାଙ୍ଗଗଣ ଇଶ୍ରାୟେଲର ଲୋକମାନଙ୍କୁ ଦର୍ଶାଏ; ତା'ପ ରେ ଆଉ ଖଣ୍ଡେ ଆଶାବାଡ଼ି ନଇେ ତାହା ଉପ ରେ ଏହି କଥା ଲେଖ, ଏହି ଆଶାବାଡ଼ି ଇଫ୍ରଯିମର, ଇଶ୍ରାୟେଲ ବଂଶ ଯୋଷଫେ ଓ ତା'ର ସାଙ୍ଗମାନଙ୍କୁ ଦର୍ଶାଏ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୁଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଖଣ୍ତେ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ-ବଂଶର ଯଷ୍ଟି;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଖଣ୍ଡେ ଆଶାବାଡ଼ି ନେଇ ତହିଁ ଉପରେ ଏହି କଥା ଲେଖ, ‘ଏହି ଆଶାବାଡ଼ି ଯିହୁଦା ଓ ତାହାର ସାଙ୍ଗଗଣ ଇସ୍ରାଏଲର ଲୋକମାନଙ୍କୁ ଦର୍ଶାଏ;’ ତା’ପରେ ଆଉ ଖଣ୍ଡେ ଆଶାବାଡ଼ି ନେଇ ତାହା ଉପରେ ଏହି କଥା ଲେଖ, ‘ଏହି ଆଶାବାଡ଼ି ଇଫ୍ରୟିମର, ଇସ୍ରାଏଲ ବଂଶ ଯୋଷେଫ ଓ ତା’ର ସାଙ୍ଗମାନଙ୍କୁ ଦର୍ଶାଏ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ‘ଯିହୁଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ;’ ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ‘ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;’
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୁଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;