Ezekiel 37:17 — Compare Translations

5 translations compared side by side

Odia - 1840
"ତା'ପ ରେ ତୁମ୍ଭ ହସ୍ତ ରେ ସହେି ଦୁଇ ଆଶାବାଡ଼ି ଯେପରି ଏକ ହବେ, ଏଥିପାଇଁ ସହେି ଦୁଇ ଆଶାବାଡ଼ିକୁ ଏକତ୍ର ୟୋଡ଼।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇକୁ ଏକଆରେକର ସହିତ ଯୋଡ଼ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭ ହସ୍ତରେ ସେହି ଦୁଇ ଆଶାବାଡ଼ି ଯେପରି ଏକ ହେବ, ଏଥିପାଇଁ ସେହି ଦୁଇ ଆଶାବାଡ଼ିକୁ ଏକତ୍ର ଯୋଡ଼।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇ ଯଷ୍ଟିକୁ ପରସ୍ପର ସହିତ ଯୋଡ଼।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦୁଇ ଯଷ୍ଟି ଯେପରି ତୁମ୍ଭ ହସ୍ତରେ ଏକ ହେବ, ଏଥିପାଇଁ ସେହି ଦୁଇଯଷ୍ଟିକୁ ପରସ୍ପର ସହିତ ଯୋଡ଼।