Ezekiel 37:19 — Compare Translations

5 translations compared side by side

Odia - 1840
"ସେତବେେଳେ ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, 'ଇଫ୍ରଯିମର ହସ୍ତ ରେ ଥିବାର ଯୋଷଫେର ଆଶାବାଡ଼ି ପୁଣି ତାଙ୍କର ସଖା ଇଶ୍ରାୟେଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନବୋ, ଆଉ ଆମ୍ଭେ ସମାନଙ୍କେୁ ତାହା ସଙ୍ଗେ ଅର୍ଥାତ୍ ଯିହୁଦାର ଆଶାବାଡ଼ି ସଙ୍ଗେ ଯୋଡ଼ି ସମାନଙ୍କେୁ ଏକ କରିବା। ତହିଁରେ ସମାନେେ ଆମ୍ଭ ହସ୍ତ ରେ ଏକ ଆଶାବାଡ଼ି ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବାର ଯୋଷେଫର ଯଷ୍ଟି, ପୁଣି ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, ‘ଇଫ୍ରୟିମର ହସ୍ତରେ ଥିବାର ଯୋଷେଫଙ୍କର ଆଶାବାଡ଼ି ପୁଣି ତାଙ୍କର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା, ଆଉ ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ ଅର୍ଥାତ୍ ଯିହୁଦାର ଆଶାବାଡ଼ି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା। ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଆଶାବାଡ଼ି ହେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଇଫ୍ରୟିମର ହସ୍ତରେ ଥିବା ଯୋଷେଫର ଯଷ୍ଟି, ପୁଣି, ତାହାର ସଖା ଇସ୍ରାଏଲୀୟ ଗୋଷ୍ଠୀସମୂହକୁ ଆମ୍ଭେ ନେବା; ଆଉ, ଆମ୍ଭେ ସେମାନଙ୍କୁ ତାହା ସଙ୍ଗେ, ଅର୍ଥାତ୍‍, ଯିହୁଦାର ଯଷ୍ଟି ସଙ୍ଗେ ଯୋଡ଼ି ସେମାନଙ୍କୁ ଏକ କରିବା, ତହିଁରେ ସେମାନେ ଆମ୍ଭ ହସ୍ତରେ ଏକ ଯଷ୍ଟି ହେବେ।
Odia IRV 2017 (ଓଡିଆ ବାଇବେଲ)