Ezekiel 37:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେି ଅସ୍ଥିଗୁଡ଼ିକ ଦଇେ ନେଲେ, ଯାହା ଚତୁର୍ଦ୍ଦିଗ ରେ ଥିଲା। ସହେି ଉପତ୍ୟକା ରେ ବହୁତ ଅସ୍ଥି ଥିବାର ମୁଁ ଦେଖିପାରିଲି। ମୁଁ ସହେି ଅସ୍ଥିଗୁଡ଼ିକ ଅତିଶଯ ଶୁଷ୍କ ଥିବାର ଲକ୍ଷ୍ଯ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅନେକ ଅସ୍ଥି ଥିଲା; ପୁଣି ଦେଖ, ସେସବୁ ଅତିଶୟ ଶୁଷ୍କ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ଅସ୍ଥିଗୁଡ଼ିକ ଦେଇ ନେଲେ, ଯାହା ଚତୁର୍ଦ୍ଦିଗରେ ଥିଲା। ସେହି ଉପତ୍ୟକାରେ ବହୁତ ଅସ୍ଥି ଥିବାର ମୁଁ ଦେଖି ପାରିଲି। ମୁଁ ସେହି ଅସ୍ଥିଗୁଡ଼ିକ ଅତିଶୟ ଶୁଷ୍କ ଥିବାର ଲକ୍ଷ୍ୟ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା।