Ezekiel 37:20 — Compare Translations

5 translations compared side by side

Odia - 1840
" ଯେଉଁ ଦୁଇ ଆଶାବାଡ଼ି ରେ ତୁମ୍ଭେ ସମାନଙ୍କେର ନାମ ଲେଖିଥିଲ, ତାହା ସମାନେେ ଦେଖିବା ପାଇଁ ତୁମ୍ଭ ହସ୍ତ ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଦୁଇ ଆଶାବାଡ଼ିରେ ତୁମ୍ଭେ ସେମାନଙ୍କର ନାମ ଲେଖିଥିଲ, ତାହା ସେମାନେ ଦେଖିବା ପାଇଁ ତୁମ୍ଭ ହସ୍ତରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଯେଉଁ ଦୁଇ ଯଷ୍ଟିରେ ଲେଖିବ, ତାହା ସେମାନଙ୍କ ସାକ୍ଷାତରେ ତୁମ୍ଭ ହସ୍ତରେ ରହିବ।