Ezekiel 37:21 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭେ ସମାନଙ୍କେୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଇଶ୍ରାୟେଲର ଲୋକମାନେ ଯେଉଁ ବିଭିନ୍ନ ଦେଶକୁ ସମାନେେ ୟାଇ ଅଛନ୍ତି ସହେି ସ୍ଥାନର ଗୋଷ୍ଠୀଯମାନଙ୍କ ମଧ୍ଯରୁ ମୁଁ ସମାନଙ୍କେୁ ନିଜ ଦେଶକୁ ନଇେଆସିବି। ଆଉ ଚତୁର୍ଦ୍ଦିଗରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେର ନିଜ ଦେଶକୁ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲର ଲୋକମାନେ ଯେଉଁ ବିଭିନ୍ନ ଦେଶକୁ ସେମାନେ ଯାଇ ଅଛନ୍ତି ସେହି ସ୍ଥାନର ଗୋଷ୍ଠୀୟମାନଙ୍କ ମଧ୍ୟରୁ ମୁଁ ସେମାନଙ୍କୁ ନିଜ ଦେଶକୁ ନେଇଆସିବି। ଆଉ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Odia IRV 2017 (ଓଡିଆ ବାଇବେଲ)