Ezekiel 37:22 — Compare Translations

5 translations compared side by side

Odia - 1840
"ଆଉ ସହେି ଦେଶ ରେ ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ମୁଁ ସମାନଙ୍କେୁ ଏକ ଗୋଷ୍ଠୀ କରିବି ଓ ସମାନଙ୍କେର ଜଣେ ରାଜା ହବେେ। ପୁଣି ସମାନେେ ଆଉ ଦୁଇ ଗୋଷ୍ଠୀ ରହିବେ ନାହିଁ। କିମ୍ବା ଆଉ କବେେ ଦୁଇ ରାଜ୍ଯ ରେ ବିଭକ୍ତ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ସେସମସ୍ତଙ୍କର ରାଜା ହେବେ, ପୁଣି ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ନୋହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଦେଶରେ ଇସ୍ରାଏଲର ପର୍ବତଗୁଡ଼ିକ ଉପରେ ମୁଁ ସେମାନଙ୍କୁ ଏକ ଗୋଷ୍ଠୀ କରିବି ଓ ସେମାନଙ୍କର ଜଣେ ରାଜା ହେବେ। ପୁଣି ସେମାନେ ଆଉ ଦୁଇ ଗୋଷ୍ଠୀ ରହିବେ ନାହିଁ। କିମ୍ବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦେଶରେ ଇସ୍ରାଏଲର ସକଳ ପର୍ବତ ଉପରେ ଆମ୍ଭେ ଏମାନଙ୍କୁ ଏକ ଗୋଷ୍ଠୀ କରିବା ଓ ଏକ ରାଜା ଯେ ସମସ୍ତଙ୍କର ରାଜା ହେବେ, ପୁଣି, ସେମାନେ ଆଉ ଦୁଇ ଗୋଷ୍ଠୀ ନୋହିବେ, କିଅବା ଆଉ କେବେ ଦୁଇ ରାଜ୍ୟରେ ବିଭକ୍ତ ହେବେ ନାହିଁ।