Ezekiel 37:23 — Compare Translations
5 translations compared side by side
Odia - 1840
"ଆଉ ସମାନେେ ସମାନଙ୍କେର ମୂର୍ତ୍ତିଗଣ ଦ୍ବାରା ଏବଂ ଘୃଣ୍ଯ ମୂର୍ତ୍ତି ଦ୍ବାରା ଅଥବା ସମାନଙ୍କେର ଜଘନ୍ଯ କର୍ମ ଦ୍ବାରା ନିଜକୁ ଆଉ ଅଶୁଚି କରିବା ଚାଲୁ ରଖିବେ ନାହିଁ। ଆଉ ମୁଁ ସମାନଙ୍କେୁ ସବୁସ୍ଥାନରୁ ରକ୍ଷା କରିବି, ଯେଉଁଠା ରେ ସମାନେେ ପାପ କଲେ ଏବଂ ମୁଁ ସମାନଙ୍କେୁ ଶୁଚି କରିବି। ତହିଁରେ ସମାନେେ ମାରେ ଲୋକ ହବେେ ଓ ମୁଁ ସମାନଙ୍କେର ପରମେଶ୍ବର ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ଵାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ଵାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା ଲଙ୍ଘନ ଦ୍ଵାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ସେମାନଙ୍କର ମୂର୍ତ୍ତିଗଣ ଦ୍ୱାରା ଏବଂ ଘୃଣ୍ୟ ମୂର୍ତ୍ତି ଦ୍ୱାରା ଅଥବା ସେମାନଙ୍କର ଜଘନ୍ୟ କର୍ମ ଦ୍ୱାରା ନିଜକୁ ଆଉ ଅଶୁଚି କରିବା ଗ୍ଭଲୁ ରଖିବେ ନାହିଁ। ଆଉ ମୁଁ ସେମାନଙ୍କୁ ସବୁସ୍ଥାନରୁ ରକ୍ଷା କରିବି, ଯେଉଁଠାରେ ସେମାନେ ପାପ କଲେ ଏବଂ ମୁଁ ସେମାନଙ୍କୁ ଶୁଚି କରିବି। ତହିଁରେ ସେମାନେ ମୋର ଲୋକ ହେବେ ଓ ମୁଁ ସେମାନଙ୍କର ପରମେଶ୍ୱର ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା-ଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।