Ezekiel 37:24 — Compare Translations
5 translations compared side by side
Odia - 1840
"'ପୁଣି ମାରେ ଦାସ ଦାଉଦ ସମାନଙ୍କେ ଉପ ରେ ରାଜା ହବେେ। କବଳେ ସେ ହିଁ ଜଣେ ସମସ୍ତଙ୍କ ଉପ ରେ ମଷେପାଳକ ହବେେ। ଆଉ ସମାନେେ ମାରେ ବ୍ଯବସ୍ଥା ମାନି ଚଳିବେ ଓ ମାରେ ବିଧିସବୁ ରକ୍ଷାକରି ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ପୁଣି ମୋର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ। କେବଳ ସେ ହିଁ ଜଣେ ସମସ୍ତଙ୍କ ଉପରେ ମେଷପାଳକ ହେବେ। ଆଉ ସେମାନେ ମୋର ବ୍ୟବସ୍ଥା ମାନି ଚଳିବେ ଓ ମୋର ବିଧିସବୁ ରକ୍ଷାକରି ପାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।