Ezekiel 37:25 — Compare Translations
5 translations compared side by side
Odia - 1840
"ଏବଂ ମୁଁ ମାରେ ଦାସ ଯାକୁବକୁ ଯେଉଁ ଦେଶ ଦଇେଥିଲି ଓ ଯେଉଁଠା ରେ ସମାନଙ୍କେ ପୂର୍ବପୁରୁଷଗଣ ବାସ କରୁଥିଲେ, ସହେି ଦେଶ ରେ ସମାନେେ ବାସ କରିବେ। ମୁଁ ସମାନେେ, ସମାନଙ୍କେର ସନ୍ତାନମାନେ ଓ ସମାନଙ୍କେର ସନ୍ତାନମାନଙ୍କର ସନ୍ତାନମାନେ ସଦାକାଳ ସଠାେ ରେ ବାସ କରିବେ। ଏବଂ ମାରେ ଦାସ ଦାଉଦ ସଦାକାଳ ସମାନଙ୍କେର ଅଧିପତି ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ମୋର ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲି ଓ ଯେଉଁଠାରେ ସେମାନଙ୍କ ପୂର୍ବପୁରୁଷଗଣ ବାସ କରୁଥିଲେ, ସେହି ଦେଶରେ ସେମାନେ ବାସ କରିବେ। ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କର ସନ୍ତାନମାନଙ୍କର ସନ୍ତାନମାନେ ସଦାକାଳ ସେଠାରେ ବାସ କରିବେ। ଏବଂ ମୋର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦା କାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦା କାଳ ସେମାନଙ୍କର ଅଧିପତି ହେବେ।