Ezekiel 37:26 — Compare Translations
5 translations compared side by side
Odia - 1840
"ଏବଂ ମୁଁ ସମାନଙ୍କେ ସହିତ ଶାନ୍ତିର ଏକ ଚୁକ୍ତି ସ୍ଥିର କରିବି। ସମାନଙ୍କେ ସହିତ ତାହା ଏକ ଚିରନ୍ତନ ଚୁକ୍ତି ହବେ। ଏବଂ ମୁଁ ସମାନଙ୍କେୁ ବସାଇବି ଓ ବଢ଼ାଇବି। ଆଉ ସମାନଙ୍କେ ମଧିଅରେ ସଦାକାଳ ମୁଁ ଆପଣା ପବିତ୍ରସ୍ଥାନ ସ୍ଥାପନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ସେମାନଙ୍କ ସହିତ ଶାନ୍ତିର ଏକ ଚୁକ୍ତି ସ୍ଥିର କରିବି। ସେମାନଙ୍କ ସହିତ ତାହା ଏକ ଚିରନ୍ତନ ଚୁକ୍ତି ହେବ। ଏବଂ ମୁଁ ସେମାନଙ୍କୁ ବସାଇବି ଓ ବଢ଼ାଇବି। ଆଉ ସେମାନଙ୍କ ମଧ୍ୟରେ ସଦାକାଳ ମୁଁ ଆପଣା ପବିତ୍ର ସ୍ଥାନ ସ୍ଥାପନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦାକାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।