Ezekiel 37:27 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ମାରେ ପବିତ୍ର ତମ୍ବୁ ସମାନଙ୍କେ ସଙ୍ଗ ରେ ରହିବ। ମୁଁ ସମାନଙ୍କେର ପରମେଶ୍ବର ହବେି ଓ ସମାନେେ ମାରେ ଲୋକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ମୋର ପବିତ୍ର ତମ୍ବୁ ସେମାନଙ୍କ ସଙ୍ଗରେ ରହିବ। ମୁଁ ସେମାନଙ୍କର ପରମେଶ୍ୱର ହେବି ଓ ସେମାନେ ମୋର ଲୋକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।