Ezekiel 37:28 — Compare Translations
5 translations compared side by side
Odia - 1840
"ଏବଂ ଅନ୍ୟ ରାଷ୍ଟ୍ରମାନେ ଜାଣିବେ ଯେ ମୁଁ ସଦାପ୍ରଭୁ ଇଶ୍ରାୟେଲକୁ ମାରେବିଶଷେ ଲୋକ କଲେ। କାରଣ ମାରେ ପବିତ୍ରସ୍ଥାନ ସର୍ବଦା ସମାନଙ୍କେ ମଧିଅରେ ରହିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେତେବେଳେ ଆମ୍ଭର ଧର୍ମଧାମ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅନ୍ୟ ରାଷ୍ଟ୍ରମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଇସ୍ରାଏଲକୁ ମୋର ବିଶେଷ ଲୋକ କରେ। କାରଣ ମୋର ପବିତ୍ର ସ୍ଥାନ ସର୍ବଦା ସେମାନଙ୍କ ମଧ୍ୟରେ ରହିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”