Ezekiel 37:3 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ ପଚାରିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥି ସମୂହ ସଜୀବ ହାଇପୋରିବେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇପାରେ? ଏଥିରେ ମୁଁ ଉତ୍ତର କଲି, ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ, ମୋର ପ୍ରଭୁ ମୋତେ ପଗ୍ଭରିଲେ, “ହେ ମନୁଷ୍ୟ ପୁତ୍ର, ଏହି ଅସ୍ଥି ସମୂହ ସଜୀବ ହୋଇ ପାରିବେ କି?” ମୁଁ ଉତ୍ତର ଦେଲି, “ସଦାପ୍ରଭୁ, ମୋର ପ୍ରଭୁ, ଏ ପ୍ରଶ୍ନର ଉତ୍ତର କେବଳ ଆପଣ ଜାଣନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇପାରେ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇ ପାରେ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”